ଆଜି ଭର୍ଚୁଆଲ ମାଧ୍ୟମରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ସମସ୍ତେ ରାଜ୍ୟ କର୍ମକର୍ତ୍ତା, ଜିଲ୍ଲା ସଭାପତି, ବ୍ଳକ ସଭାପତି, ଜିଲ୍ଲା ଓ ବ୍ଳକ ଡିଜିଟାଲ ସେକ୍ରେଟାରୀ ମାନଙ୍କୁ ନେଇ ଭର୍ଚୁଆଲ ମାଧ୍ୟମରେ ଏକ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଗାମୀ ଅକ୍ଟୋବର